ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    85 ପଠିତ (↑29 ଗତକାଲିଠାରୁ)21,24,37,21,27,25,31,61,56, 85

    9+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    80 ପଠିତ (↑18 ଗତକାଲିଠାରୁ)73,73,55,44,64,57,75,60,62, 80

    9+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    46 ପଠିତ (↑20 ଗତକାଲିଠାରୁ)20,0,14,0,0,0,0,28,26, 46

    3 ଦିନ ଷ୍ଟ୍ରିକ

    🔍 🗞️
  4. 4

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    43 ପଠିତ (↑21 ଗତକାଲିଠାରୁ)13,26,20,27,21,19,41,29,22, 43

    9+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    37 ପଠିତ (↑12 ଗତକାଲିଠାରୁ)10,16,0,13,0,13,16,0,25, 37

    2 ଦିନ ଷ୍ଟ୍ରିକ

    🔍 🗞️
  6. 6

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    37 ପଠିତ (↑4 ଗତକାଲିଠାରୁ)77,33,31,24,0,21,13,28,33, 37

    5 ଦିନ ଷ୍ଟ୍ରିକ

    🔍 🗞️
  7. 7

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।

    37 ପଠିତ (↑10 ଗତକାଲିଠାରୁ)13,0,0,12,18,26,21,19,27, 37

    7 ଦିନ ଷ୍ଟ୍ରିକ

    🔍 🗞️
  8. 8

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    35 ପଠିତ (↑7 ଗତକାଲିଠାରୁ)22,25,11,33,40,72,53,49,28, 35

    9+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    33 ପଠିତ (↑8 ଗତକାଲିଠାରୁ)0,11,0,9,0,16,32,0,25, 33

    2 ଦିନ ଷ୍ଟ୍ରିକ

    🔍 🗞️
  10. 10

    ସତ୍ୟନାରାୟଣ ବହିଦାର

    ସତ୍ୟନାରାୟଣ ବହିଦାର

    ସତ୍ୟନାରାୟଣ ବହିଦାର (୦୧ ଅଗଷ୍ଟ ୧୯୧୩ - ୩୧ ଡିସେମ୍ବର ୧୯୮୦), ଜଣେ ସମ୍ବଲପୁରୀ ଭାଷା ଲେଖକ ଥିଲେ । ଓଡ଼ିଆ ଭାଷାରୁ ଅଲଗା କରି ସମ୍ବଲପୁରୀ ଶୈଳୀକୁ ଏକ ସ୍ୱତନ୍ତ୍ର ଭାଷା ମାନ୍ୟତା ଦେବା ପାଇଁ ପ୍ରୟାସ କରିଥିଲେ । ସେ ପ୍ରଥମ କରି ସମ୍ବଲପୁରୀ ଶବ୍ଦକୋଷ ଓ ବ୍ୟାକରଣ ପୁସ୍ତକ ରଚନା କରିଥିଲେ । ସତ୍ୟନାରାୟଣ ବୋହିଦାରଙ୍କର ଜନ୍ମଦିନ ଅବସରରେ ଅଗଷ୍ଟ ୧ରେ ପ୍ରତିବର୍ଷ ସମ୍ବଲପୁରୀ ଦିବସ ପାଳିତ ହୁଏ ।

    33 ପଠିତ (↑33 ଗତକାଲିଠାରୁ)0,0,0,0,0,0,0,0,0, 33

    1 ଦିନ ଷ୍ଟ୍ରିକ

    🔍 🗞️
  11. 11

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    32 ପଠିତ (0 ଗତକାଲିଠାରୁ)21,27,0,36,27,39,55,34,32, 32

    7 ଦିନ ଷ୍ଟ୍ରିକ

    🔍 🗞️
  12. 12

    ହୀରାକୁଦ ବନ୍ଧ

    ହୀରାକୁଦ ବନ୍ଧ

    ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.

    31 ପଠିତ (↑7 ଗତକାଲିଠାରୁ)0,0,0,0,0,0,13,0,24, 31

    2 ଦିନ ଷ୍ଟ୍ରିକ

    🔍 🗞️
  13. 13

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    31 ପଠିତ (↓6 ଗତକାଲିଠାରୁ)37,18,12,22,25,27,46,26,37, 31

    9+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    30 ପଠିତ (↑4 ଗତକାଲିଠାରୁ)74,35,20,18,31,23,25,41,26, 30

    9+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ଶ୍ରୀନିବାସ ରାମାନୁଜନ

    ଶ୍ରୀନିବାସ ରାମାନୁଜନ

    {{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?

    29 ପଠିତ (↓1 ଗତକାଲିଠାରୁ)24,18,30,15,36,21,15,0,30, 29

    2 ଦିନ ଷ୍ଟ୍ରିକ

    🔍 🗞️
  16. 16

    ବ୍ରଜନାଥ ବଡ଼ଜେନା

    ବ୍ରଜନାଥ ବଡ଼ଜେନା

    ବ୍ରଜନାଥ ବଡ଼ଜେନା (୧୭୩୦-୧୮୦୦) ଢେଙ୍କାନାଳର କବରାଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି । ପିତା ବାଲୁକେଶ୍ୱର ପଟ୍ଟନାୟକଙ୍କ ତୃତୀୟ ସନ୍ତାନ ବ୍ରଜନାଥଙ୍କୁ ଢେଙ୍କାନାଳ ରାଜାଙ୍କଦ୍ୱାରା ବଡ଼ଜେନା ଉପାଧି ପ୍ରଦାନ କରାଯାଇଥିବାରୁ, ସେ ବ୍ରଜନାଥ ବଡ଼ଜେନା ଭାବରେ ପରିଚିତ ହୋଇଥିଲେ ।

    28 ପଠିତ (↑28 ଗତକାଲିଠାରୁ)0,0,0,0,0,0,0,0,0, 28

    1 ଦିନ ଷ୍ଟ୍ରିକ

    🔍 🗞️
  17. 17

    ଏଚଆଇଭି/ଏଡସ

    ଏଚଆଇଭି/ଏଡସ

    ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍‌ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତ‌ଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।

    27 ପଠିତ (↑27 ଗତକାଲିଠାରୁ)0,0,0,0,0,0,0,0,0, 27

    1 ଦିନ ଷ୍ଟ୍ରିକ

    🔍 🗞️
  18. 18

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    27 ପଠିତ (↓3 ଗତକାଲିଠାରୁ)34,62,30,38,61,41,46,24,30, 27

    9+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ପଠାଣି ସାମନ୍ତ

    ପଠାଣି ସାମନ୍ତ

    ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।

    26 ପଠିତ (↑3 ଗତକାଲିଠାରୁ)15,19,25,23,26,16,17,0,23, 26

    2 ଦିନ ଷ୍ଟ୍ରିକ

    🔍 🗞️
  20. 20

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    26 ପଠିତ (↑26 ଗତକାଲିଠାରୁ)15,10,10,24,52,27,14,0,0, 26

    1 ଦିନ ଷ୍ଟ୍ରିକ

    🔍 🗞️
  21. 21

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

    25 ପଠିତ (↑25 ଗତକାଲିଠାରୁ)0,15,0,0,0,0,11,0,0, 25

    1 ଦିନ ଷ୍ଟ୍ରିକ

    🔍 🗞️
  22. 22

    ଇତିହାସ

    ଇତିହାସ

    ଇତିହାସ ( ଗ୍ରୀକ୍ରୁ ἱστορία , "historia" ଯାହାର ଅର୍ଥ ହେଉଛି "ଅନୁସନ୍ଧାନ; ଅନୁସନ୍ଧାନଦ୍ୱାରା ପ୍ରାପ୍ତ ଜ୍ଞାନ ") ଇତିହାସ ହେଉଛି ଅତୀତର ଅଧ୍ୟୟନ | ହେରୋଡୋଟସ୍, ଆରିଷ୍ଟଟଲ୍,ଥ୍ୟୁସିଡାଇଡସ୍‌,ଇ.ଏଚ୍ .

    25 ପଠିତ (↑2 ଗତକାଲିଠାରୁ)0,0,0,0,0,13,0,19,23, 25

    3 ଦିନ ଷ୍ଟ୍ରିକ

    🔍 🗞️
  23. 23

    ବେଣୁଧର ରାଉତ

    ବେଣୁଧର ରାଉତ

    ବେଣୁଧର ରାଉତ ଜଣେ ଓଡ଼ିଆ କବି ଓ ଅଧ୍ୟାପକ । ୧୯୬୮ ମସିହାରେ ତାଙ୍କ ରଚିତ କାବ୍ୟ ପିଙ୍ଗଳାର ସୂର୍ଯ୍ୟ ପାଇଁ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।

    25 ପଠିତ (↑5 ଗତକାଲିଠାରୁ)0,0,0,0,0,0,11,16,20, 25

    4 ଦିନ ଷ୍ଟ୍ରିକ

    🔍 🗞️
  24. 24

    ବାଲେଶ୍ୱର ଜିଲ୍ଲା

    ବାଲେଶ୍ୱର ଜିଲ୍ଲା

    ବାଲେଶ୍ୱର ଜିଲ୍ଲା ଓଡ଼ିଶାର ଉତ୍ତରରେ ଥିବା ଏକ ପ୍ରଶାସନିକ ଜିଲ୍ଲା । ଏହା ରାଜଧାନୀ ଭୁବନେଶ୍ୱରରୁ ୧୯୪ କିମି ଦୁରରେ ଅବସ୍ଥିତ । ବାଲେଶ୍ୱର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ ।

    24 ପଠିତ (↓20 ଗତକାଲିଠାରୁ)0,0,0,0,0,11,12,48,44, 24

    5 ଦିନ ଷ୍ଟ୍ରିକ

    🔍 🗞️
  25. 25

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ, ଓଡ଼ିଶାର ରାଜ୍ୟ ସଙ୍ଗୀତ ଅଟେ । ଏହା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କଦ୍ୱାରା ରଚିତ । ଏହି ଗୀତକୁ ୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀ ଅଧିବେଶନରେ ପ୍ରଥମଥର ପାଇଁ ଗାନ କରାଯାଇଥିଲା ।

    24 ପଠିତ (↑24 ଗତକାଲିଠାରୁ)0,0,0,16,13,0,18,24,0, 24

    1 ଦିନ ଷ୍ଟ୍ରିକ

    🔍 🗞️
  26. 26

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା ସଂପୂର୍ଣ୍ଣ ଭାରତ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଏକ ପତାକା ଅଟେ । ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିଲା । ପତାକାଟି ଏକ ନିର୍ଦ୍ଧିଷ୍ଟ ଶୈଳୀରେ ନିର୍ମିତ, ଯାହାର ପ୍ରତିଟି ଅଂଶର ନିର୍ଦ୍ଧିଷ୍ଟ ଅର୍ଥ ରହିଛି ।

    24 ପଠିତ (↑24 ଗତକାଲିଠାରୁ)42,0,14,0,0,0,0,0,0, 24

    1 ଦିନ ଷ୍ଟ୍ରିକ

    🔍 🗞️
  27. 27

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    23 ପଠିତ (↑2 ଗତକାଲିଠାରୁ)22,18,18,18,25,30,36,24,21, 23

    9+ ଦିନ ଷ୍ଟ୍ରିକ

    🔍 🗞️
  28. 28

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    22 ପଠିତ (↑22 ଗତକାଲିଠାରୁ)23,0,11,0,0,16,0,0,0, 22

    1 ଦିନ ଷ୍ଟ୍ରିକ

    🔍 🗞️
  29. 29

    ରାଇମୋହନ ପରିଡ଼ା

    ରାଇମୋହନ ପରିଡ଼ା

    ରାଇମୋହନ ପରିଡ଼ା (୧୦ ଜୁଲାଇ ୧୯୬୩ - ୨୪ ଜୁନ ୨୦୨୨) ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଓ ଯାତ୍ରା ଜଗତର ଜଣେ ଜଣେ ଖଳ ଅଭିନେତା ଥିଲେ । ୧୯୮୪ ମସିହାରେ ଗଙ୍ଗ ଶିଉଳି ଚଳଚ୍ଚିତ୍ର ଜରିଆରେ ସେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ସେ ଯାତ୍ରା ଜଗତର ଅନେକ ନାଟକର ନିର୍ଦ୍ଦେଶନା ଦେବା ସହିତ କିଛି ଯାତ୍ରାପାର୍ଟିରେ ଅଭିନୟ ମଧ୍ୟ କରିଥିଲେ । ୨୪ ଜୁନ ୨୦୨୨ରେ ସେ ଆତ୍ମହତ୍ୟା କରିଥିଲେ ।

    21 ପଠିତ (↑21 ଗତକାଲିଠାରୁ)0,12,13,0,0,0,0,0,0, 21

    1 ଦିନ ଷ୍ଟ୍ରିକ

    🔍 🗞️
  30. 30

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    21 ପଠିତ (↑21 ଗତକାଲିଠାରୁ)14,20,13,21,45,25,17,0,0, 21

    1 ଦିନ ଷ୍ଟ୍ରିକ

    🔍 🗞️
  31. 31

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    21 ପଠିତ (↓8 ଗତକାଲିଠାରୁ)0,0,11,14,13,0,0,70,29, 21

    3 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଜୟପୁର, ରାଜସ୍ଥାନ

    ଜୟପୁର, ରାଜସ୍ଥାନ

    ଜୟପୁର ସହର ଭାରତର ଉତ୍ତର-ପଶ୍ଚିମ ଭାଗରେ ଅବସ୍ଥିତ ରାଜସ୍ଥାନ'ରାଜ୍ୟର ରାଜଧାନୀ |

    21 ପଠିତ (↑5 ଗତକାଲିଠାରୁ)0,0,0,0,0,0,0,0,16, 21

    2 ଦିନ ଷ୍ଟ୍ରିକ

    🔍 🗞️
  33. 33

    ରଥଯାତ୍ରା

    ରଥଯାତ୍ରା

    ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.

    21 ପଠିତ (↑21 ଗତକାଲିଠାରୁ)56,95,117,76,119,50,34,0,0, 21

    1 ଦିନ ଷ୍ଟ୍ରିକ

    🔍 🗞️
  34. 34

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    21 ପଠିତ (0 ଗତକାଲିଠାରୁ)12,0,0,0,27,16,11,19,21, 21

    6 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଅସୀମ ବସୁ

    ଅସୀମ ବସୁ

    ଅସୀମ ବସୁ (୩୦ ନଭେମ୍ବର ୧୯୩୫ - ୧ ଫେବୃଆରୀ ୨୦୧୭) ଜଣେ ଓଡ଼ିଆ ଚିତ୍ରକର, ଅଭିନେତା, ନିର୍ଦ୍ଦେଶକ, ସାହିତ୍ୟିକ ଏବଂ କଳା ନିର୍ଦ୍ଦେଶକ ଥିଲେ । ୫୦ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ଅସୀମ ଓଡ଼ିଶାର କଳା ସାହିତ୍ୟ କ୍ଷେତ୍ରରେ ସକ୍ରିୟଥିଲେ । ସେ ୨୦୦୦ରୁ ଅଧିକ ନାଟକରେ ମଞ୍ଚ ସଜେଇଥିଲେ ଓ ୫୦ରୁ ଅଧିକ ନାଟକରେ ଅଭିନୟ ବା ନିର୍ଦ୍ଦେଶନା କରିଥିଲେ । ସେ ବହୁବାର ଦିଲ୍ଲୀ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ତିଆରି କରିଥିଲେ ।ଚିତ୍ରକଳାକୁ ନିଜ ପେଶା ଓ ମଞ୍ଚକୁ ନିଜ ନିଶା ବୋଲି କହୁଥିବା ଅସୀମ ଓଡ଼ିଶା ନାଟ୍ୟସଂଘର ସଭାପତି ପଦବୀ ମଧ୍ୟ ଅଳଙ୍କୃତ କରିଥିଲେ । ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର ଚୟନ କମିଟିରେ ରହି ରାଜ୍ୟର ଅନେକ ପ୍ରତିଭାକୁ ଚୟନ କରିଥିଲେ । ନାଟ୍ୟ ରଚନା ଓ ମଞ୍ଚସଜାରେ ସେ ସିଦ୍ଧହସ୍ତ ଥିଲେ । ଓଡ଼ିଶାର କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ତାଙ୍କର ଉଲ୍ଲେଖନୀୟ ଅବଦାନ ଥିଲା ।

    20 ପଠିତ (↑20 ଗତକାଲିଠାରୁ)0,0,0,0,0,0,0,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    20 ପଠିତ (↑20 ଗତକାଲିଠାରୁ)0,0,0,0,18,13,15,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  37. 37

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    20 ପଠିତ (↑20 ଗତକାଲିଠାରୁ)0,0,0,0,0,11,0,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଗୁଗଲ

    ଗୁଗଲ

    ଗୁଗଲ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍‌ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍‌ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍‌ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।

    20 ପଠିତ (↓43 ଗତକାଲିଠାରୁ)0,0,10,0,0,14,0,44,63, 20

    3 ଦିନ ଷ୍ଟ୍ରିକ

    🔍 🗞️
  39. 39

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    20 ପଠିତ (↑20 ଗତକାଲିଠାରୁ)20,25,68,36,49,32,37,20,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  40. 40

    ଖାଦ୍ୟ

    ଖାଦ୍ୟ

    ଖାଦ୍ୟ ଏକ ପଦାର୍ଥ ଯାହା ଜୀବର ପୋଷଣ ନିମନ୍ତେ ଗ୍ରହଣ କରାଯାଏ । ସାଧାରଣତଃ ଏହା ଉଦ୍ଭିଦ ବା ପ୍ରାଣୀ ଉତ୍ସରୁ ନିଆଯାଏ ଯେଉଁଥିରେ ଶ୍ୱେତସାର, ପୁଷ୍ଟିସାର, ଚର୍ବି, ଜୀବସାର ଓ ଲବଣ ଜାତୀୟ ପଦାର୍ଥ ଥାଏ । ଏହି ପଦାର୍ଥ ସମୂହ ଖାଇବା ବା ପିଇବା ପରେ ଶରୀରରେ ଥିବା ଜୀବକୋଷଦ୍ୱାରା ପରିପାକ ହୋଇ ଶକ୍ତି, ବିକାଶ ଓ ବୃଦ୍ଧି ଜାତ ହୁଏ ।

    19 ପଠିତ (↑2 ଗତକାଲିଠାରୁ)11,0,0,0,0,0,0,0,17, 19

    2 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଗୌତମ ବୁଦ୍ଧ

    ଗୌତମ ବୁଦ୍ଧ

    ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ

    19 ପଠିତ (↓2 ଗତକାଲିଠାରୁ)0,17,25,14,21,0,18,0,21, 19

    2 ଦିନ ଷ୍ଟ୍ରିକ

    🔍 🗞️
  42. 42

    ସୌଭାଗ୍ୟ କୁମାର ମିଶ୍ର

    ସୌଭାଗ୍ୟ କୁମାର ମିଶ୍ର

    ସୌଭାଗ୍ୟ କୁମାର ମିଶ୍ର (ଜନ୍ମ ୫ ସେପ୍ଟେମ୍ବର ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି ।

    19 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,0,18, 19

    2 ଦିନ ଷ୍ଟ୍ରିକ

    🔍 🗞️
  43. 43

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    19 ପଠିତ (↑1 ଗତକାଲିଠାରୁ)30,22,0,0,0,0,10,0,18, 19

    2 ଦିନ ଷ୍ଟ୍ରିକ

    🔍 🗞️
  44. 44

    ପଟ୍ଟାଙ୍ଗି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

    ପଟ୍ଟାଙ୍ଗି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

    ପଟ୍ଟାଙ୍ଗି (କ୍ରମିକ ସଂଖ୍ୟା: ୧୪୫) କୋରାପୁଟ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।

    18 ପଠିତ (↑18 ଗତକାଲିଠାରୁ)0,0,0,0,0,0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    18 ପଠିତ (↑18 ଗତକାଲିଠାରୁ)19,25,10,26,38,56,12,22,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  46. 46

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    18 ପଠିତ (↓13 ଗତକାଲିଠାରୁ)22,23,26,19,30,46,30,19,31, 18

    9+ ଦିନ ଷ୍ଟ୍ରିକ

    🔍 🗞️
  47. 47

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    17 ପଠିତ (↓7 ଗତକାଲିଠାରୁ)16,20,31,49,45,76,50,29,24, 17

    9+ ଦିନ ଷ୍ଟ୍ରିକ

    🔍 🗞️
  48. 48

    ଏ. ପି. ଜେ. ଅବଦୁଲ କଲାମ

    ଏ. ପି. ଜେ. ଅବଦୁଲ କଲାମ

    ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍‌ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।

    17 ପଠିତ (↑17 ଗତକାଲିଠାରୁ)0,0,0,17,0,23,0,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    17 ପଠିତ (↑17 ଗତକାଲିଠାରୁ)27,18,37,26,25,23,39,22,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    ସମ୍ବଲପୁରୀ ଭାଷା

    ସମ୍ବଲପୁରୀ ଭାଷା

    ସମ୍ବଲପୁରୀ ଓଡ଼ିଆ ଭାଷା (କୋଶଳୀ ଓ କୋସଲି ନାମରେ ମଧ୍ୟ ଜଣା) ଏକ ଓଡ଼ିଶାରେ ପଶ୍ଚିମାଞ୍ଚଳରେ କଥିତ ଏକ ଭାଷା ପ୍ରକାର । ଏହା ପଶ୍ଚିମ ଓଡ଼ିଆ, କୋସଲି, ସମଲପୁରୀ ଓଡ଼ିଆ ଆଦି ନାମରେ ମଧ୍ୟ ଜଣା । କୋଶଳ ଓ କୋଶଳୀ ନିକଟରେ ପ୍ରତିଷ୍ଠିତ ଏକ ବିବାଦୀୟ ନାମ ଓ କୋଶଳ ଅଞ୍ଚଳ ମଧ୍ୟରେ ପୁରାତନ କୋଶଳ ସାମ୍ରାଜ୍ୟ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି ।

    17 ପଠିତ (↑17 ଗତକାଲିଠାରୁ)0,0,0,0,0,0,0,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  51. 51

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    17 ପଠିତ (↑1 ଗତକାଲିଠାରୁ)21,14,17,12,0,19,29,16,16, 17

    5 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଗୁରୁପ୍ରସାଦ ମହାନ୍ତି

    ଗୁରୁପ୍ରସାଦ ମହାନ୍ତି

    ଗୁରୁପ୍ରସାଦ ମହାନ୍ତି (୧୮ ଅକ୍ଟୋବର ୧୯୩୮-୫ ସେପ୍ଟେମ୍ବର ୨୦୨୨) ଜଣେ ଓଡ଼ିଆ ସାହିତ୍ୟିକ ଓ ପ୍ରଶାସକ ଥିଲେ । ସେ ଉତ୍କଳ ସମ୍ମିଳନୀ ଓ ଲେଖକ ସହଯୋଗ ସମିତିର ପୂର୍ବତନ ସଭାପତି ଭାବେ କାର୍ଯ୍ୟ କରିଥିଲେ ।

    17 ପଠିତ (↑17 ଗତକାଲିଠାରୁ)0,0,0,0,0,0,0,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    16 ପଠିତ (↓12 ଗତକାଲିଠାରୁ)23,29,48,21,22,21,48,21,28, 16

    9+ ଦିନ ଷ୍ଟ୍ରିକ

    🔍 🗞️
  54. 54

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    16 ପଠିତ (↑16 ଗତକାଲିଠାରୁ)22,55,31,31,21,21,18,26,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ମହାନଦୀ

    ମହାନଦୀ

    ମହାନଦୀ ଓଡ଼ିଶାର ବଡନଦୀ। ଛତିଶଗଡ଼଼ର ଅମରକଣ୍ଟକ ମାଳଭୁମିରୁ (ଧମତରି ଜିଲ୍ଲା) ବାହାରି ଏହା ଝାରସୁଗୁଡ଼ା ଜିଲ୍ଲାରେ ଓଡ଼ିଶାକୁ ପ୍ରବେଶ କରିଛି । ଏହାର ଦୈର୍ଘ୍ୟ ୮୫୮ କି.ମି । ଏହା ପାରାଦ୍ୱୀପ ନିକଟସ୍ଥ ବତିଘରର ଦକ୍ଷିଣରେ ବଙ୍ଗୋପ ସାଗରରେ ପଡ଼ିଛି । ଏହା ଭାରତର ୬ଷ୍ଠ ବୃହତ୍ତମ ନଦୀ । ଓଡ଼ିଶାରେ ଏହାର ଦୈର୍ଘ୍ୟ ୪୯୪ କି.ମି.

    16 ପଠିତ (↓3 ଗତକାଲିଠାରୁ)0,0,0,0,0,0,0,0,19, 16

    2 ଦିନ ଷ୍ଟ୍ରିକ

    🔍 🗞️
  56. 56

    ସୌର ଜଗତ

    ସୌର ଜଗତ

    ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  57. 57

    ଉର୍ମିଳା ମାତୋଣ୍ଡକର

    ଉର୍ମିଳା ମାତୋଣ୍ଡକର

    ଉର୍ମିଳା ମାତୋଣ୍ଡକର (ଜନ୍ମ: ୪ ଫେବୃଆରୀ ୧୯୭୪) ଜଣେ ଭାରତୀୟ ଅଭିନେତ୍ରୀ ଓ ରାଜନେତ୍ରୀ। ସେ ପ୍ରାଧାନତଃ ହିନ୍ଦୀ ଚଳଚ୍ଚିତ୍ରରେ କାମ କରିଥିବା ସହିତ ତେଲୁଗୁ, ମଲୟାଳମ, ମରାଠୀ ଓ ତାମିଳ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି। ସେ ବହୁ ସମ୍ମାନ ଅର୍ଜନ କରିଛନ୍ତି, ଯାହାମଧ୍ୟରେ ଫିଲ୍ମଫେୟାର ପୁରସ୍କାର ଓ ନନ୍ଦୀ ପୁରସ୍କାର ଅନ୍ତର୍ଭୁକ୍ତ। ନିଜର ବିଶିଷ୍ଟ ପର୍ଦା ଚରିତ୍ର ଗଢ଼ି ଉଠିଥିବା ମାତୋଣ୍ଡକର ତାଙ୍କର ଅଭିନୟ, ଶୈଳୀ ଓ ନୃତ୍ୟ କୌଶଳ ପାଇଁ ପରିଚିତ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ନବୀନ ପଟ୍ଟନାୟକ

    ନବୀନ ପଟ୍ଟନାୟକ

    ନବୀନ ପଟ୍ଟନାୟକ (୧୬ ଅକ୍ଟୋବର ୧୯୪୬) ଜଣେ ଭାରତୀୟ ରାଜନେତା, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ବିଜୁ ଜନତା ଦଳର ମୁଖ୍ୟ । ସେ କ୍ରମାଗତ ଭାବେ ପଞ୍ଚମ ଥର ନିର୍ବାଚିତ ହୋଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୫ ତାରିଖରୁ ୨୦୨୪ ଜୁନ ୫ ଯାଏ କାର୍ଯ୍ୟଭାର ତୁଲାଉଥିଲେ ।

    16 ପଠିତ (↑16 ଗତକାଲିଠାରୁ)0,0,27,10,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    16 ପଠିତ (↓3 ଗତକାଲିଠାରୁ)14,12,16,21,17,0,18,19,19, 16

    4 ଦିନ ଷ୍ଟ୍ରିକ

    🔍 🗞️
  60. 60

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    15 ପଠିତ (↑15 ଗତକାଲିଠାରୁ)0,18,0,9,15,0,10,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ମାଛ

    ମାଛ

    ମାଛ ଏକ ଜଳଚର ଜୀବ ଅଟେ । ଏହା ଗାଲିସିଦ୍ୱାରା ଶ୍ୱାସକ୍ରିୟା କରିଥାଏ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    15 ପଠିତ (↑15 ଗତକାଲିଠାରୁ)25,0,0,0,0,14,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ଦୀପକ ମିଶ୍ର

    ଦୀପକ ମିଶ୍ର

    ଦୀପକ ମିଶ୍ର (୭ ନଭେମ୍ବର ୧୯୩୮ - ୩୦ ଜାନୁଆରୀ ୨୦୦୮) ଜଣେ ଓଡ଼ିଆ କବି, ସାମ୍ବାଦିକ ଓ ଅଧ୍ୟାପକ ଥିଲେ । ତାଙ୍କର ବହୁ କବିତା ପୁସ୍ତକ ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶ ପାଇସାରିଛି । ପ୍ରବନ୍ଧ,ସମାଲୋଚନା ଓ ଅନୁବାଦ ସାହିତ୍ୟ କ୍ଷେତ୍ରରେ ମଧ୍ୟ ତାଙ୍କର ଅବଦାନ ରହିଛି ।

    15 ପଠିତ (↓3 ଗତକାଲିଠାରୁ)0,0,0,0,0,0,15,0,18, 15

    2 ଦିନ ଷ୍ଟ୍ରିକ

    🔍 🗞️
  64. 64

    ସ୍ୱଚ୍ଛ ଭାରତ ଅଭିଯାନ

    ସ୍ୱଚ୍ଛ ଭାରତ ଅଭିଯାନ

    ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।

    15 ପଠିତ (↑15 ଗତକାଲିଠାରୁ)0,0,0,18,15,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ସାଥୀରେ

    ସାଥୀରେ

    ସାଥୀରେ, ୨୦୦୪ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶୈଳବାଳା ଲେଙ୍କା ଓ ହର ପଟ୍ଟନାୟକ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    14 ପଠିତ (↑14 ଗତକାଲିଠାରୁ)0,0,0,13,15,43,38,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ସୁଭଦ୍ରା

    ସୁଭଦ୍ରା

    ଶ୍ରୀମନ୍ଦିରରେ ପୂଜା ପାଉଥିବା ସୁଭଦ୍ରା ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ଭଗିନୀ । ଦ୍ୱାପର ଯୁଗରେ ସୁଭଦ୍ରା ଶ୍ରୀକୃଷ୍ଣ ଓ ଶ୍ରୀବଳରାମଙ୍କ ଭଗିନୀ । ନନ୍ଦଙ୍କ ଔରସରେ ଯଶୋଦାଙ୍କ ଗର୍ଭରୁ ଜାତ ହୋଇଥିଲେ । ସେ ହେଲେ ସ୍ୱୟଂ ଅଷ୍ଟଭୁଜା ଯୋଗମାୟା।

    14 ପଠିତ (↑14 ଗତକାଲିଠାରୁ)0,0,13,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    14 ପଠିତ (↓7 ଗତକାଲିଠାରୁ)22,23,22,24,39,33,23,23,21, 14

    9+ ଦିନ ଷ୍ଟ୍ରିକ

    🔍 🗞️
  69. 69

    ସପନର ପଥେ ପଥେ

    ସପନର ପଥେ ପଥେ

    ସପନର ପଥେ ପଥେ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ସାର୍ଥକ ମ୍ୟୁଜିକ ବ୍ୟାନନରେ ନିର୍ମିତ ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ର‌ୱାଲ । ଏହା ସାର୍ଥକର ୨୧ ତମ ଚଳଚ୍ଚିତ୍ର । ଡଃ ନିର୍ମଳ ନାୟକ ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଶାନ୍ତ ମଣି । ସୁଶାନ୍ତ ଚଳଚ୍ଚିତ୍ରଟିର ଚିତ୍ରନାଟ୍ୟ କାର୍ଯ୍ୟ ସ‌ହ ସମ୍ପାଦନା ମଧ୍ୟ କରିଥିଲେ । ଏହି ଚଳଚ୍ଚିତ୍ରର କାହାଣୀ ଏକ ସତ ଘଟଣା ଉପରେ ଆଧାରିତ ବୋଲି ନିର୍ଦ୍ଦେଶକ ସୁଶାନ୍ତ କ‌ହିଥିଲେ । ଗୀତିକାର ନିଜାମ୍‌ଙ୍କର ପୁଅ ଆସାଦ ନିଜାମ ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଫାଇଲେରିଆ

    ଫାଇଲେରିଆ

    ଫାଇଲେରିଆ (ଆୟୁର୍ବେଦ ଶାସ୍ତ୍ରରେ ଲସିକା ଶ୍ଲୀପଦ ଜ୍ୱର) ଏକ ପରଜୀବୀ (parasitic disease) ରୋଗ ଯାହା ଫାଇଲେରଏଡିଆ (Filarioidea) ଶ୍ରେଣୀର ସଂକ୍ରମଣ ଯୋଗୁ ହୁଏ । ଏହା ମଶା ଓ ବ୍ଲାକ ଫ୍ଲାଇ ସଂକ୍ରମିତ ରକ୍ତ ଶୋଷି ସୁସ୍ଥ ଲୋକ‌କୁ କାମୁଡ଼ିବା ଫଳରେ ଏହି ରୋଗ ବ୍ୟାପିଥାଏ । ଏହାକୁ ହେଲମିନ୍ଥିଆସିସ (helminthiases) ଦଳର ରୋଗ ଭାବରେ ବର୍ଗୀକରଣ କରାଯାଏ ।

    14 ପଠିତ (↓4 ଗତକାଲିଠାରୁ)0,0,0,0,0,0,0,0,18, 14

    2 ଦିନ ଷ୍ଟ୍ରିକ

    🔍 🗞️
  72. 72

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    14 ପଠିତ (↑14 ଗତକାଲିଠାରୁ)29,19,15,18,30,30,15,24,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    14 ପଠିତ (↓12 ଗତକାଲିଠାରୁ)18,15,15,0,15,21,0,0,26, 14

    2 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଜଗତସିଂହପୁର ଜିଲ୍ଲା

    ଜଗତସିଂହପୁର ଜିଲ୍ଲା

    ଜଗତସିଂହପୁର ଭାରତର ଓଡ଼ିଶା ରାଜ୍ୟର ଏକ ଜିଲ୍ଲା । ଜଗତସିଂହପୁର ଏକ ଜିଲ୍ଳା ଭାବରେ ୧ ଏପ୍ରିଲ ୧୯୯୩ରେ ଗଠିତ ହୋଇଥିଲା । ଏହି ଜିଲ୍ଳାରେ ପାରାଦୀପ ବନ୍ଦର ଏବଂ ଅନେକ ସାର କାରଖାନା ଅଛି ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    13 ପଠିତ (↓15 ଗତକାଲିଠାରୁ)16,16,24,11,13,26,30,23,28, 13

    9+ ଦିନ ଷ୍ଟ୍ରିକ

    🔍 🗞️
  76. 76

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ (ଚିତ୍ତଭାଇ ଭାବେ ପରିଚିତ, ୩ ଅକ୍ଟୋବର ୧୯୨୩ - ୧୬ ଜାନୁଆରୀ ୨୦୧୧) ଜଣେ ଓଡ଼ିଆ ଲେଖକ, ଅନୁବାଦକ, ସମାଲୋଚକ ଓ ସମାଜ ସଂସ୍କାରକ ଥିଲେ । ଅନେକ ଭାଷାରେ ଦଖଲ ଥିବା ସତ୍ତ୍ୱେ ଓଡ଼ିଆ ଭାଷାରେ ଲେଖା ପାଇଁ ବ୍ୟାକୁଳ ଥିଲେ । ଏକ ନୂତନ ସମାଜର ପରିକଳ୍ପନା ପାଇଁ ସୁହ୍ରୁତ୍ ଅନୁଷ୍ଠାନ ଗଢିଛନ୍ତି ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ବନମାଳୀ ଦାସ

    ବନମାଳୀ ଦାସ

    ବନମାଳୀ ଦାସ (୧୭୨୦-୧୭୯୩) ଅଷ୍ଟାଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ଭକ୍ତକବି ଓ ଓଡ଼ିଶୀ ସଙ୍ଗୀତକାର ଥିଲେ । "ଦୀନବନ୍ଧୁ ଦଇତାରୀ" , "କେଡେ ଛନ୍ଦ ଜାଣେ ଲୋ ସହି" , ଜଗନ୍ନାଥ କିଛି ମାଗୁ ନାହିଁ ତୋତେ"ମଣିମା ହେ ଏତିକି ମାଗୁଣି ମୋର" ଇତ୍ୟାଦି ତାଙ୍କର ଅନେକ ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣି, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।

    13 ପଠିତ (↓10 ଗତକାଲିଠାରୁ)0,0,0,0,0,0,0,0,23, 13

    2 ଦିନ ଷ୍ଟ୍ରିକ

    🔍 🗞️
  78. 78

    ହଳଧର ନାଗ

    ହଳଧର ନାଗ

    ହଳଧର ନାଗ ଜଣେ ଭାରତୀୟ କୋଶଳୀ-ସମ୍ବଲପୁରୀ-ଭାଷୀ ଲୋକକବି, ଲେଖକ ଓ ରାମକଥା ଗାୟକ । ଜଣେ ଲୋକ କବି ଭାବରେ ସେ ପ୍ରାରମ୍ଭିକ ଜୀବନରେ ଭଜନ, ରସରକେଲି, ଡାଲଖାଇ, ସଜନୀ ଆଦି ପାରମ୍ପରିକ ସମ୍ବଲପୁରୀ ଗୀତ ରଚନା କରିଥିଲେ ଓ ସେସବୁ ସ୍ଥାନୀୟ ଦଣ୍ଡ ନାଟରେ ପରିବେଷଣ କରାଯାଉଥିଲା । ମହାସତୀ ଉର୍ମିଳା, ଆଛିଆ, ତାରା ମନ୍ଦୋଦରୀ, ବଛର, ସିରି ସମଲାଇ, ବୀର ସୁରେନ୍ଦ୍ର ସାଏ, କରମସାଣୀ, ରସିଆ କବି, ପ୍ରେମ ପ୍ରଧାନ ଆଦି ତାଙ୍କର ଉଲ୍ଲେଖନୀୟ ରଚନା । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ୨୦୧୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଭାଷା ସମ୍ମାନ ପାଇଥିଲେ । ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ ଓ ୨୦୨୦ ମସିହାରେ ତାଙ୍କ ନାମରେ ପଦ୍ମଶ୍ରୀ ହଳଧର ନାଗ ସାଧନା କୁଟୀର ଓ ସଂଗ୍ରହାଳୟ ଉଦ୍‌ଘାଟନ କରିଥିଲେ । ତାଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଡକ୍ଟରେଟ ସମ୍ମାନ ପ୍ରଦାନ କରାଥିଲେ । ତାଙ୍କ ରଚନାବଳୀ ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଅନୂଦିତ ହୋଇଛି । ତାଙ୍କ ନାମରେ ଜନ୍ମଭୂମି ବରଗଡ଼ ଜିଲ୍ଲାର ଘେଁସଠାରେ ଏକ କୋଶଳୀ ଭାଷା ଓ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ସ୍ଥାପିତ ହୋଇଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,10,8,0,13,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ହୃତ୍‌ପିଣ୍ଡ

    ହୃତ୍‌ପିଣ୍ଡ

    ହୃତ୍‌ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତ‌ଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍‌ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,12,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    13 ପଠିତ (↓4 ଗତକାଲିଠାରୁ)0,0,12,0,17,16,0,0,17, 13

    2 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଲଳିତା (୧୯୪୯ର ସିନେମା)

    ଲଳିତା (୧୯୪୯ର ସିନେମା)

    ଲଲିତା, ୧୯୪୯ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ଜଗତର ୨ୟ ଚଳଚ୍ଚିତ୍ର ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    13 ପଠିତ (↑13 ଗତକାଲିଠାରୁ)18,22,0,10,0,14,16,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ଭାସ୍କୋ ଡା ଗାମା

    ଭାସ୍କୋ ଡା ଗାମା

    ଭାସ୍କୋ ଡା ଗାମା ଜଣେ ପର୍ତ୍ତୁଗୀଜ ନାବିକ । ଏହି ନାବିକ ଭାରତକୁ ୧୪୯୮ ଖ୍ରୀଷ୍ଟାଦ୍ଦରେ ଜଳପଥ ଆବିଷ୍କାର କରିଥିଲେ । ସେ ପର୍ତ୍ତୁଗାଲରୁ ନିଜ ଯାତ୍ରା ଆରମ୍ଭ କରି ଆଟଲାଣ୍ଟିକ ମହାସାଗରରେ ତରୀ ଚଳାଇ ଆଫ୍ରିକା ମହାଦେଶର ଦକ୍ଷିଣ ସୀମାରେ ଅବସ୍ଥିତ ଉତ୍ତମାଶା ଅନ୍ତରିପଠାରେ ପହଞ୍ଚିଥିଲେ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ପଦ୍ମ ଚରଣ ହଇବୁରୁ

    ପଦ୍ମ ଚରଣ ହଇବୁରୁ

    ପଦ୍ମ ଚରଣ ହଇବୁରୁ (ଜନ୍ମ: ୧୬ ଅକ୍ଟୋବର ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    12 ପଠିତ (↑12 ଗତକାଲିଠାରୁ)12,14,0,21,0,13,10,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    କୁଳଦୀପ ନାୟର

    କୁଳଦୀପ ନାୟର

    କୁଳଦୀପ ନାୟର(୧୪ ଅଗଷ୍ଟ ୧୯୨୪ - ୨୩ ଅଗଷ୍ଟ ୨୦୧୮) ଭାରତୀୟ ଲେଖକ, ସ୍ତମ୍ଭକାର, ମାନବ ଅଧିକାର କାର୍ଯ୍ୟକର୍ତ୍ତା ଏବଂ ପତ୍ରକାର ଥିଲେ । ସେ ଯୁକ୍ତରାଜ୍ୟରେ ଭାରତର ରାଷ୍ଟ୍ରଦୂତ ଭାବରେ କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ସେ ରାଜ୍ୟ ସଭାକୁ ମଧ୍ୟ ମନୋନୀତ ହୋଇଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,16,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ସମ୍ବଲପୁରୀ ଶାଢ଼ୀ

    ସମ୍ବଲପୁରୀ ଶାଢ଼ୀ

    ସମ୍ବଲପୁରୀ ଶାଢ଼ୀ ଏକ ପାରମ୍ପରିକ ହାତବୁଣା ଇକତ ଶାଢ଼ୀ ହେଉଁଥିରେ ସୂତା ସବୁକୁ ପ୍ରାକୃତିକ ରଙ୍ଗରେ ରଙ୍ଗାଯାଏ ଓ ସେଥିରେ ଶାଢ଼ୀ ବୁଣାଯାଇଥାଏ, ଯାହାକି ଓଡ଼ିଶାର ସୋନପୁର, ସମ୍ବଲପୁର ଆଦି ଅଞ୍ଚଳରେ ବୁଣାଯାଇଥାଏ । ଶାଢ଼ୀ ଏକ ପାରମ୍ପରିକ ଭାରତୀୟ ନାରୀମାନଙ୍କ ଲୁଗା ଯାହା ସିଲାଇ ନକରାଯାଇ ପିନ୍ଧା ହୋଇଥାଏ ଓ ଏହାର ଆକାର ୪-୯ ମିଟର ହୋଇଥାଏ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    12 ପଠିତ (↑12 ଗତକାଲିଠାରୁ)17,0,0,0,24,20,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ପୃଥିବୀ

    ପୃଥିବୀ

    ପୃଥିବୀ ହେଉଛି, ସୌରମଣ୍ଡଳର ତୃତୀୟ ଗ୍ରହ । ସୌରମଣ୍ଡଳର ଚାରୋଟି କଠିନ ଗ୍ରହ ମଧ୍ୟରୁ ଏହା ଗୋଟିଏ । ଅର୍ଥାତ୍‌ ଏହାର ଅଧିକାଂଶ ହେଉଛି କଠିନ । ଅନ୍ୟ ତିନୋଟି ହେଉଛି ବୁଧ, ଶୁକ୍ର ଓ ମଙ୍ଗଳ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଫେସବୁକ

    ଫେସବୁକ

    ଏହା ଏକ ଅନଲାଇନ ସାମାଜିକ ଯୋଗାଯୋଗ ସାଇଟ । ଏଠାରେ ସାଙ୍ଗମାନଙ୍କ ସହ କଥାବାର୍ତ୍ତା (ଚାଟ), ଭାବର ଆଦାନ ପ୍ରଦାନ, ନୂଆ ଫଟୋଚିତ୍ର ଓ ଭିଡ଼ିଓ ବଣ୍ଟନ ଓ ନାନା ଆପ୍ଲିକେସନ ସଫ୍ଟବେର ବ୍ୟବହାର କରି ଇଣ୍ଟରନେଟରେ ନିଜର ସାମାଜିକ ସମ୍ପର୍କ ବଢ଼ାଯାଇପାରେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଶ୍ୱେତସାର

    ଶ୍ୱେତସାର

    ଶ୍ୱେତସାର (carbohydrate) ଏକ ଜୈବପଦାର୍ଥ । ଏହା ଉଦ୍ଭିଦର କୋଷିକାରେ ଥିବା ହରିତ୍‌କଣାରେ ଆଲୋକ ସଂଶ୍ଳେଷଣ ପ୍ରକ୍ରିୟାଦ୍ୱାରା ତିଆରି ହୋଇଥାଏ । ଏଗୁଡ଼ିକ ସାଧାରଣତଃ ଅଙ୍ଗାରକ, ଉଦ୍‌ଜାନ ଏବଂ ଅମ୍ଳଜାନ ଅଣୁର ଏକ ନିର୍ଦ୍ଦିଷ୍ଟ ଅନୁପାତରେ (୧:୨:୧) ଗଠିତ । ସାଧାରଣରେ ଏହାକୁ (CH2O)n ଭାବରେ ପ୍ରକାଶ କରାଯାଇଥାଏ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,16,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଅକ୍ଷାଂଶ

    ଅକ୍ଷାଂଶ

    ନିରକ୍ଷବୃତ୍ତଠାରୁ ଉତ୍ତର ବା ଦକ୍ଷିଣ ଦିଗରେ କୌଣସି ସ୍ଥାନର ଦୁରତ୍ୱର କୌଣିକ ପରିମାଣକୁ ଅକ୍ଷାଂଶ କୁହାଯାଏ୤ ବିଷୁବରେଖାର ଏକ ସମାନ୍ତରରେ ଅବସ୍ଥିତ ସମସ୍ତ ଅକ୍ଷାଂଶ (latitude) ଏକ ୤ ଅକ୍ଷାଂଶ ଉତ୍ତର ଦିଗରେ ବା ଦକ୍ଷିଣ ଦିଗରେ ଶୁନ୍ୟ ଡିଗ୍ରୀଠାରୁ ୯୦ ଡିଗ୍ରୀ ପର୍ଯ୍ୟନ୍ତ ଗଣନା କରାଯାଏ ୤

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ଭାରତର ରାଷ୍ଟ୍ରପତି

    ଭାରତର ରାଷ୍ଟ୍ରପତି

    ରାଷ୍ଟ୍ରପତି ହେଉଛନ୍ତି ଭାରତର ନିର୍ବାଚତ ସର୍ବୋଚ୍ଚ ସାମ୍ବିଧାନିକ ଶାସନମୁଖ୍ୟ । ସମ୍ବିଧାନ ତାଙ୍କ ହାତରେ କେନ୍ଦ୍ରର କାର୍ଯ୍ୟପାଳିକ କ୍ଷମତା ନ୍ୟସ୍ତ କରିଛି । ସେ ହେଉଛନ୍ତି ସମଗ୍ର ଦେଶର ଐକ୍ୟର ପ୍ରତୀକ ଓ ସମ୍ମାନାସ୍ପଦ ପ୍ରଥମ ନାଗରିକ ।

    11 ପଠିତ (↓7 ଗତକାଲିଠାରୁ)0,0,0,0,17,0,0,17,18, 11

    3 ଦିନ ଷ୍ଟ୍ରିକ

    🔍 🗞️
  96. 96

    ସଂତୃପ୍ତ ମିଶ୍ର

    ସଂତୃପ୍ତ ମିଶ୍ର

    ସଂତୃପ୍ତ ମିଶ୍ର ଜଣେ ଭାରତୀୟ ଓଡ଼ିଆ ରାଜନେତା । ଆଦିତ୍ୟ ବିର୍ଲା ଗ୍ରୁପ୍‌ର ନିର୍ଦ୍ଦେଶକ ଭାବରେ ପୂର୍ବରୁ କାର୍ଯ୍ୟ କରିଥିବା ମିଶ୍ର ଚାକିରୀରୁ ସେଚ୍ଛାକୃତ ଭାବରେ ଅବସର ନେଇ ୨୦୨୪ ମସିହାରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ପୋଡ଼ ପିଠା

    ପୋଡ଼ ପିଠା

    ପୋଡ଼ ପିଠା ବା ପୋଡ଼ାପିଠା ଏକ ପାରମ୍ପାରିକ ଓଡ଼ିଆ ପିଠା । ଏହା ଚାଉଳ ଚୁନା ଓ ଗୁଡ଼/ଚିନିତିଆରି ପିଠଉକୁ ଏକ ବଡ଼ କଡ଼ାଇରେ ଚାରିପଟୁ ପୋଡ଼ି ତିଆରିକରାଯାଏ । ଏହା ପ୍ରତ୍ୟେକ ଓଡ଼ିଆ ଘରେ ରଜ ଓ ନାନାଦି ପର୍ବପର୍ବାଣିରେ ତିଆରି କରାଯାଇଥାଏ । ଜଗନ୍ନାଥଙ୍କ ଛପନ ଭୋଗରେ ମଧ୍ୟ ଏହା ଠାକୁରଙ୍କୁ ଅର୍ପଣ କରାଯାଇଥାଏ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ଆର୍ଯ୍ୟଭଟ୍ଟ

    ଆର୍ଯ୍ୟଭଟ୍ଟ

    ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।

    11 ପଠିତ (↑11 ଗତକାଲିଠାରୁ)0,0,10,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    11 ପଠିତ (↓12 ଗତକାଲିଠାରୁ)17,28,10,17,23,20,20,24,23, 11

    9+ ଦିନ ଷ୍ଟ୍ରିକ

    🔍 🗞️
  100. 100

    ରାଜେନ୍ଦ୍ର କିଶୋର ପଣ୍ଡା

    ରାଜେନ୍ଦ୍ର କିଶୋର ପଣ୍ଡା

    ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।

    11 ପଠିତ (↓17 ଗତକାଲିଠାରୁ)0,0,10,0,0,0,0,0,28, 11

    2 ଦିନ ଷ୍ଟ୍ରିକ

    🔍 🗞️