ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ସାର୍ବଭୌମ ସ୍ୱାଧୀନ ଦେଶମାନଙ୍କର ତାଲିକା

    ସାର୍ବଭୌମ ସ୍ୱାଧୀନ ଦେଶମାନଙ୍କର ତାଲିକା

    107 ପଠିତ (↑107 ଗତକାଲିଠାରୁ)0,0, 107

    1 ଦିନ ଷ୍ଟ୍ରିକ

    🔍 🗞️
  2. 2

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    84 ପଠିତ (↑8 ଗତକାଲିଠାରୁ)40,76, 84

    2+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    78 ପଠିତ (↑8 ଗତକାଲିଠାରୁ)68,70, 78

    2+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    49 ପଠିତ (↑14 ଗତକାଲିଠାରୁ)24,35, 49

    2+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    47 ପଠିତ (↓9 ଗତକାଲିଠାରୁ)20,56, 47

    2+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    47 ପଠିତ (↑5 ଗତକାଲିଠାରୁ)77,42, 47

    2+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    46 ପଠିତ (↑29 ଗତକାଲିଠାରୁ)7,17, 46

    2+ ଦିନ ଷ୍ଟ୍ରିକ

    🔍 🗞️
  8. 8

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    41 ପଠିତ (↓1 ଗତକାଲିଠାରୁ)34,42, 41

    2+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    37 ପଠିତ (↑4 ଗତକାଲିଠାରୁ)17,33, 37

    2+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ଅଟଳ ବିହାରୀ ବାଜପେୟୀ

    ଅଟଳ ବିହାରୀ ବାଜପେୟୀ

    ଅଟଳ ବିହାରୀ ବାଜପେୟୀ (୨୫ ଡିସେମ୍ବର ୧୯୨୪ - ୧୬ ଅଗଷ୍ଟ ୨୦୧୮), ଜଣେ ରାଜନେତା, ବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି ଥିଲେ । ସ୍ୱାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ମୋଟ ସେ ତିନିଥର (୧୯୯୬ରେ ୧୩ ଦିନ, ୧୯୯୮ରୁ୧୯୯୯ ମଧ୍ୟରେ ୧୩ ମାସ,୧୯୯୯ରୁ୨୦୦୪ ପୁରା ୫ ବର୍ଷ) କାର୍ଯ୍ୟଭାର ସମ୍ଭାଳି ଥିଲେ । ବାଜପେୟୀ ଅବିବାହିତ ଥିଲେ ।

    36 ପଠିତ (↑3 ଗତକାଲିଠାରୁ)40,33, 36

    2+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    35 ପଠିତ (↓1 ଗତକାଲିଠାରୁ)21,36, 35

    2+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    35 ପଠିତ (↑8 ଗତକାଲିଠାରୁ)19,27, 35

    2+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    34 ପଠିତ (↓17 ଗତକାଲିଠାରୁ)24,51, 34

    2+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    29 ପଠିତ (↑1 ଗତକାଲିଠାରୁ)75,28, 29

    2+ ଦିନ ଷ୍ଟ୍ରିକ

    🔍 🗞️
  15. 15

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    28 ପଠିତ (↑5 ଗତକାଲିଠାରୁ)9,23, 28

    2+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    27 ପଠିତ (↑2 ଗତକାଲିଠାରୁ)34,25, 27

    2+ ଦିନ ଷ୍ଟ୍ରିକ

    🔍 🗞️
  17. 17

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    27 ପଠିତ (↑16 ଗତକାଲିଠାରୁ)12,11, 27

    2+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    27 ପଠିତ (↓1 ଗତକାଲିଠାରୁ)26,28, 27

    2+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    24 ପଠିତ (↑8 ଗତକାଲିଠାରୁ)16,16, 24

    2+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    24 ପଠିତ (↑11 ଗତକାଲିଠାରୁ)13,13, 24

    2+ ଦିନ ଷ୍ଟ୍ରିକ

    🔍 🗞️
  21. 21

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    24 ପଠିତ (↓4 ଗତକାଲିଠାରୁ)13,28, 24

    2+ ଦିନ ଷ୍ଟ୍ରିକ

    🔍 🗞️
  22. 22

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    24 ପଠିତ (↑13 ଗତକାଲିଠାରୁ)14,11, 24

    2+ ଦିନ ଷ୍ଟ୍ରିକ

    🔍 🗞️
  23. 23

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    23 ପଠିତ (↓7 ଗତକାଲିଠାରୁ)0,30, 23

    2 ଦିନ ଷ୍ଟ୍ରିକ

    🔍 🗞️
  24. 24

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    22 ପଠିତ (↑6 ଗତକାଲିଠାରୁ)17,16, 22

    2+ ଦିନ ଷ୍ଟ୍ରିକ

    🔍 🗞️
  25. 25

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    21 ପଠିତ (↓8 ଗତକାଲିଠାରୁ)10,29, 21

    2+ ଦିନ ଷ୍ଟ୍ରିକ

    🔍 🗞️
  26. 26

    ବୀରେନ୍ଦ୍ରନାଥ ମହାନ୍ତି

    ବୀରେନ୍ଦ୍ରନାଥ ମହାନ୍ତି

    ବୀରେନ୍ଦ୍ରନାଥ ମହାନ୍ତି (ଜନ୍ମ: ୮ ଅପ୍ରେଲ ୧୯୬୨) ଜଣେ ଓଡ଼ିଆ ଶିଶୁ ସାହିତ୍ୟିକ । ସେ ଶିଶୁ ସାହିତ୍ୟ ରଚନା ପାଇଁ ୧୯୯୬ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୧୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ବୀରେନ୍ଦ୍ର ମହାନ୍ତି ୨୫ ଖଣ୍ଡ ପୁସ୍ତକ ରଚନା କରିବା ସହ ୬ ଖଣ୍ଡ ପୁସ୍ତକକୁ ଅନୁବାଦ କରିଛନ୍ତି ।

    21 ପଠିତ (↓9 ଗତକାଲିଠାରୁ)0,30, 21

    2 ଦିନ ଷ୍ଟ୍ରିକ

    🔍 🗞️
  27. 27

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    21 ପଠିତ (↑10 ଗତକାଲିଠାରୁ)9,11, 21

    2+ ଦିନ ଷ୍ଟ୍ରିକ

    🔍 🗞️
  28. 28

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    21 ପଠିତ (↑6 ଗତକାଲିଠାରୁ)9,15, 21

    2+ ଦିନ ଷ୍ଟ୍ରିକ

    🔍 🗞️
  29. 29

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    21 ପଠିତ (↑3 ଗତକାଲିଠାରୁ)23,18, 21

    2+ ଦିନ ଷ୍ଟ୍ରିକ

    🔍 🗞️
  30. 30

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    21 ପଠିତ (↑11 ଗତକାଲିଠାରୁ)0,10, 21

    2 ଦିନ ଷ୍ଟ୍ରିକ

    🔍 🗞️
  31. 31

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା

    ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.

    19 ପଠିତ (↑3 ଗତକାଲିଠାରୁ)11,16, 19

    2+ ଦିନ ଷ୍ଟ୍ରିକ

    🔍 🗞️
  32. 32

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    19 ପଠିତ (↓7 ଗତକାଲିଠାରୁ)10,26, 19

    2+ ଦିନ ଷ୍ଟ୍ରିକ

    🔍 🗞️
  33. 33

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    19 ପଠିତ (↑19 ଗତକାଲିଠାରୁ)0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  34. 34

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା ସଂପୂର୍ଣ୍ଣ ଭାରତ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଏକ ପତାକା ଅଟେ । ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିଲା । ପତାକାଟି ଏକ ନିର୍ଦ୍ଧିଷ୍ଟ ଶୈଳୀରେ ନିର୍ମିତ, ଯାହାର ପ୍ରତିଟି ଅଂଶର ନିର୍ଦ୍ଧିଷ୍ଟ ଅର୍ଥ ରହିଛି ।

    18 ପଠିତ (↓1 ଗତକାଲିଠାରୁ)27,19, 18

    2+ ଦିନ ଷ୍ଟ୍ରିକ

    🔍 🗞️
  35. 35

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି

    ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।

    17 ପଠିତ (↑17 ଗତକାଲିଠାରୁ)8,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ମୋହନ ଚରଣ ମାଝୀ

    ମୋହନ ଚରଣ ମାଝୀ

    ମୋହନ ଚରଣ ମାଝୀ ([mohɔnɔ t͡ʃɔɾɔɳɔ mad͡ʒʱi] (); ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଭାରତୀୟ ରାଜନେତା ଏବଂ ଓଡ଼ିଶାର ୧୫ଶ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିରୁ ଜଣେ ବିଧାୟକ ଭାବରେ ୨୦୦୦, ୨୦୦୯ ଓ ୨୦୧୯ ଓ ୨୦୨୪ ମସିହାରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୬ଶ ଓ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    16 ପଠିତ (↑16 ଗତକାଲିଠାରୁ)0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  37. 37

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    16 ପଠିତ (↑16 ଗତକାଲିଠାରୁ)11,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    15 ପଠିତ (↑15 ଗତକାଲିଠାରୁ)0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  39. 39

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    15 ପଠିତ (↓33 ଗତକାଲିଠାରୁ)39,48, 15

    2+ ଦିନ ଷ୍ଟ୍ରିକ

    🔍 🗞️
  40. 40

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    15 ପଠିତ (↓17 ଗତକାଲିଠାରୁ)12,32, 15

    2+ ଦିନ ଷ୍ଟ୍ରିକ

    🔍 🗞️
  41. 41

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    14 ପଠିତ (↓3 ଗତକାଲିଠାରୁ)0,17, 14

    2 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    14 ପଠିତ (↑4 ଗତକାଲିଠାରୁ)0,10, 14

    2 ଦିନ ଷ୍ଟ୍ରିକ

    🔍 🗞️
  43. 43

    ସିଂହ

    ସିଂହ

    ସିଂହ Panthera ପ୍ରଜାତିର ଏକ ଅନ୍ୟତମ ଜୀବ ଓ Felidae ପରିବାରର ଏକ ସଦସ୍ୟ ।ବାଘ ପରେ ବଞ୍ଚି ରହିଥିବା ଏହା ୨ୟ ବୃହତ ବିଲେଇ ଜାତି । ଆଫ୍ରିକାର ଉପ-ଶାହାରା ଅଞ୍ଚଳ ଓ ଦକ୍ଷିଣ ଏସିଆ ଯାହାକି ଭାରତର ଗିର ଜାତୀୟ ଉଦ୍ଦ୍ୟାନରେ ସର୍ବାଧିକ ପରିମାଣରେ ଦେଖିବାକୁ ମିଳନ୍ତି । କୁହାଯାଏ କି ୧୦,୦୦୦ ବର୍ଷ ପୂର୍ବେ ସିଂହ ମନୁଷ୍ୟ ପରି ବିସ୍ତାରିତ ଭାବେ ରହୁଥିଲେ । ସିଂହ ୧୦-୧୪ ବର୍ଷ ବଞ୍ଚନ୍ତି ଜଙ୍ଗଲରେ ହଁ କେତେକ ୨୦ ବର୍ଷ ମଧ୍ୟ ବଞ୍ଚନ୍ତି । ସିଂହ ଅନ୍ୟ ବିଲେଇ ବଂଶଠାରୁ ସାମାଜିକ ଜୀବନ ନିର୍ବାହ କରନ୍ତି ।

    14 ପଠିତ (↑14 ଗତକାଲିଠାରୁ)0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  44. 44

    କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା

    କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା

    ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।

    14 ପଠିତ (↑14 ଗତକାଲିଠାରୁ)0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    14 ପଠିତ (0 ଗତକାଲିଠାରୁ)25,14, 14

    2+ ଦିନ ଷ୍ଟ୍ରିକ

    🔍 🗞️
  46. 46

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    14 ପଠିତ (↑2 ଗତକାଲିଠାରୁ)0,12, 14

    2 ଦିନ ଷ୍ଟ୍ରିକ

    🔍 🗞️
  47. 47

    କଙ୍ଗାରୁ

    କଙ୍ଗାରୁ

    କଙ୍ଗାରୁ ହେଉଛି ମାକ୍ରୋପୋଡିଡି (ମାକ୍ରୋପୋଡ୍‌ସ) ପରିବାରର ମାର୍ସୁପିଆଲ୍, ଯାହାର ଅର୍ଥ ହେଉଛି "ବଡ଼ ପାଦ"। ସାଧାରଣତଃ ଏହି ଶବ୍ଦଟି ମାକ୍ରୋପୋଡିଡି ପରିବାରର ବୃହତ୍ତମ ପ୍ରଜାତି ଯେପରିକି କଙ୍ଗାରୁ, ତଥା ଆଣ୍ଟିଲୋପିନ୍ କଙ୍ଗାରୁ, ପ୍ରାଚ୍ୟ ଧୂସର କଙ୍ଗାରୁ ଏବଂ ପଶ୍ଚିମୀ ଧୂସର କଙ୍ଗାରୁଙ୍କୁ ବର୍ଣ୍ଣନା କରିବାକୁ ବ୍ୟବହୃତ ହୁଏ | କଙ୍ଗାରୁମାନେ ମୁଖ୍ୟତଃ ଅଷ୍ଟ୍ରେଲିଆ ଏବଂ ନ୍ୟୁ ଗିନିର ସ୍ଥାନୀୟ ଅଧିବାସୀ। ଅଷ୍ଟ୍ରେଲିଆ ସରକାରଙ୍କ ଆକଳନ ଅନୁଯାୟୀ ଅଷ୍ଟ୍ରେଲିଆର କଙ୍ଗାରୁର ବାଣିଜ୍ୟିକ କାରବାର ଅଞ୍ଚଳରେ ଏମାନଙ୍କ ସଂଖ୍ୟା ୨୦୧୩ରେ ୫୩.୨ ନିୟୁତ ଥିଲାବେଳେ ୨୦୧୯ରେ ୪୨.୮ ନିୟୁତକୁ ହ୍ରାସ ପାଇଅଛି। "ୱାଲାରୁ" ଏବଂ "ୱାଲାବି" ପରି, "କଙ୍ଗାରୁ" ମଧ୍ୟ ଏକ ପାରାଫାଇଲେଟିକ୍ ପ୍ରଜାତିର ଗୋଷ୍ଠୀକୁ ବୁଝାଏ | ତିନୋଟିଯାକ ପ୍ରାଣୀ ସମାନ ମାକ୍ରୋପୋଡିଡି ପରିବାରର ସଦସ୍ୟ , କେବଳ ଆକାର ଅନୁଯାୟୀ ଏମାନେ ପୃଥକ | ଏହି ପରିବାରର ସବୁଠାରୁ ବଡ଼ ପ୍ରଜାତିକୁ "କଙ୍ଗାରୁ" ଏବଂ ସବୁଠାରୁ ଛୋଟ ପ୍ରଜାତିକୁ "ୱାଲାବି" ବୋଲି କୁହାଯାଏ। "ୱାଲାରୁସ୍" ଶବ୍ଦଟି ମଧ୍ୟମ ଆକାରର ପ୍ରଜାତିକୁ ବୁଝାଏ | ବୃକ୍ଷ-କଙ୍ଗାରୁ ଅନ୍ୟ ଏକ ପ୍ରକାରର ମାକ୍ରୋପୋଡ୍, ଯାହା ନ୍ୟୁ ଗିନି, ସୁଦୂର ଉତ୍ତର-ପୂର୍ବ କୁଇନ୍ସଲ୍ୟାଣ୍ଡ ଏବଂ ଏହି ଅଞ୍ଚଳର କିଛି ଦ୍ୱୀପପୁଞ୍ଜର ଗ୍ରୀଷ୍ମମଣ୍ଡଳୀୟ ବର୍ଷାରଣ୍ୟରେ ବାସ କରନ୍ତି | ଏହି ପ୍ରକାରର କଙ୍ଗାରୁ ଗଛର ଉପର ଶାଖାରେ ବାସ କରନ୍ତି | ଏମାନଙ୍କ ଆପେକ୍ଷିକ ଆକାର ବାବଦରେ ଏକ ସାଧାରଣ ଧାରଣା ହେଲା: ୱାଲାବି: ମୁଣ୍ଡ ଏବଂ ଶରୀରର ଲମ୍ବ ୪୫-୧୦୫ ସେ. ମି. ଏବଂ ଲାଞ୍ଜର ଲମ୍ବ ୩୩-୭୫ ସେ.

    13 ପଠିତ (↑2 ଗତକାଲିଠାରୁ)11,11, 13

    2+ ଦିନ ଷ୍ଟ୍ରିକ

    🔍 🗞️
  48. 48

    ଯେ ପାଞ୍ଚେ ପର ମନ୍ଦ

    ଯେ ପାଞ୍ଚେ ପର ମନ୍ଦ

    ହିମାଂଶୁ ପରିଜାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ ସିନେମା ଯେ ପାଞ୍ଚେ ପର ମନ୍ଦ ୨୦୦୩ ମସିହାରେ ମୁକ୍ତିଲାଭ କରିଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    13 ପଠିତ (↑3 ଗତକାଲିଠାରୁ)10,10, 13

    2+ ଦିନ ଷ୍ଟ୍ରିକ

    🔍 🗞️
  50. 50

    ଜଗନ୍ନାଥ

    ଜଗନ୍ନାଥ

    13 ପଠିତ (↑1 ଗତକାଲିଠାରୁ)13,12, 13

    2+ ଦିନ ଷ୍ଟ୍ରିକ

    🔍 🗞️
  51. 51

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ (୧ ଫେବୃଆରୀ ୧୯୦୮‌- ୨୩ ଅକ୍ଟୋବର, ୧୯୪୩) ପୁରୀ ଜିଲ୍ଲାର ବିଶ୍ୱନାଥପୁରଠାରେ ଜନ୍ମିତ ପ୍ରଗତିଯୁଗର ଜଣେ ଲେଖକ ଥିଲେ ।

    12 ପଠିତ (↓1 ଗତକାଲିଠାରୁ)0,13, 12

    2 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଅନ୍ନପୂର୍ଣ୍ଣା (ଦେବୀ)

    ଅନ୍ନପୂର୍ଣ୍ଣା (ଦେବୀ)

    ଅନ୍ନପୂର୍ଣ୍ଣା (ଇଂରାଜୀ ଭାଷାରେ Annapurna or Annapoorna, (Sanskrit: अन्नपूर्णा, IAST: Annapūrṇa, lit.

    12 ପଠିତ (↑12 ଗତକାଲିଠାରୁ)0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    12 ପଠିତ (↑3 ଗତକାଲିଠାରୁ)0,9, 12

    2 ଦିନ ଷ୍ଟ୍ରିକ

    🔍 🗞️
  54. 54

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।

    12 ପଠିତ (↑3 ଗତକାଲିଠାରୁ)7,9, 12

    2+ ଦିନ ଷ୍ଟ୍ରିକ

    🔍 🗞️
  55. 55

    ବିଶ୍ୱଜିତ ଦାସ

    ବିଶ୍ୱଜିତ ଦାସ

    ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।

    12 ପଠିତ (↑3 ଗତକାଲିଠାରୁ)0,9, 12

    2 ଦିନ ଷ୍ଟ୍ରିକ

    🔍 🗞️
  56. 56

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    12 ପଠିତ (↑12 ଗତକାଲିଠାରୁ)11,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  57. 57

    ରତ୍ନାକର ଚଇନି

    ରତ୍ନାକର ଚଇନି

    ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।

    12 ପଠିତ (↑12 ଗତକାଲିଠାରୁ)0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ବକ୍ସି ଜଗବନ୍ଧୁ

    ବକ୍ସି ଜଗବନ୍ଧୁ

    ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାଏ (ବକ୍ସି ଜଗବନ୍ଧୁ ଓ ଖଣ୍ଡାୟତ ପାଇକ ବକ୍ସି ନାମରେ ମଧ୍ୟ ଜଣା) ଖୋର୍ଦ୍ଧା ମହାରାଜାଙ୍କର ସେନାପତି ଓ ବକ୍ସି ଥିଲେ । ଭାରତୀୟ ମୁକ୍ତି ସଂଗ୍ରାମର ଆଦ୍ୟକାଳରେ ସେ ଥିଲେ ଜଣେ ଯୋଦ୍ଧା । ପାଇକ ବିପ୍ଳବୀମାନେ ତାଙ୍କର ନେତୃତ୍ୱରେ ୧୮୧୭ ମସିହାରେ ଫିରିଙ୍ଗି ଶାସନ ବିରୁଦ୍ଧରେ ପାଇକ ବିଦ୍ରୋହ ଆରମ୍ଭ କରିଥିଲେ ।

    12 ପଠିତ (↓1 ଗତକାଲିଠାରୁ)0,13, 12

    2 ଦିନ ଷ୍ଟ୍ରିକ

    🔍 🗞️
  59. 59

    କୁଷ୍ଠ

    କୁଷ୍ଠ

    କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍‌ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ସୋମବାର

    ସୋମବାର

    ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଚନ୍ଦ୍ରଙ୍କ ନାମରେ ଏହାଙ୍କ ନାମ ବୋଲି ବିଶ୍ୱାସ କରାଯାଏ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

    11 ପଠିତ (↓17 ଗତକାଲିଠାରୁ)10,28, 11

    2+ ଦିନ ଷ୍ଟ୍ରିକ

    🔍 🗞️
  62. 62

    ଦୁର୍ଗା

    ଦୁର୍ଗା

    ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    11 ପଠିତ (↑11 ଗତକାଲିଠାରୁ)26,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    ଓଡ଼ିଆ ଭ୍ରମଣ ସାହିତ୍ୟ

    ଓଡ଼ିଆ ଭ୍ରମଣ ସାହିତ୍ୟ

    ଓଡ଼ିଆ ସାହିତ୍ୟରେ ଭ୍ରମଣକୁ ମୂଳ ଗାଥା କରି ଗଢ଼ିଉଠିଥିବା ସାହିତ୍ୟ ବିଭବକୁ ଏହି ବିଭାଗରେ ଗଣାଯାଇଥାଏ ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    11 ପଠିତ (↓5 ଗତକାଲିଠାରୁ)27,16, 11

    2+ ଦିନ ଷ୍ଟ୍ରିକ

    🔍 🗞️
  66. 66

    କପିଳେନ୍ଦ୍ର ଦେବ

    କପିଳେନ୍ଦ୍ର ଦେବ

    କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ପଞ୍ଚତନ୍ତ୍ର

    ପଞ୍ଚତନ୍ତ୍ର

    ପୃଥିବୀରେ ଅନେକ କାହାଣୀ ଗ୍ରନ୍ଥ ରହିଛି ତନ୍ମଧ୍ୟରୁ ପଞ୍ଚତନ୍ତ୍ର ଗ୍ରନ୍ଥଟି ଅନ୍ୟତମ । ସଂସ୍କୃତ ନୀତିକଥା ଗୁଡିକରେ ଏବେ ମଧ୍ୟ ପଞ୍ଚତନ୍ତ୍ରର ସ୍ଥାନ ପ୍ରଥମ ଅଟେ । ଏହି ଗ୍ରନ୍ଥଟି ଅନେକ ଗୁଡ଼ିଏ ଶିକ୍ଷଣୀୟ ତଥା ଉଦାହରଣ ବିଶିଷ୍ଟ କାହାଣୀ ରହିଛି। ଏହି ଗଳ୍ପ ବହୁ ଉଦାହରଣକୁ ନ୍ୟାୟ ବିଚାରକୁ ନେଇ ଲିଖିତ । ଯଦ୍ୟପି ଏହି ପୁସ୍ତକ ଏବେ ନିଜ ମୂଳ ରୂପରେ ନାହିଁ ତ‌ଥାପି ବି ଉପଲବ୍ଧ ଅନୁବାଦଗୁଡ଼ିକ ଅନୁସାରେ ଏହା ତୃତୀୟ ଶତାବ୍ଦୀରେ ଲେଖାଯାଇଥିଲା । ଏହି ଗ୍ରନ୍ଥକୁ ପଣ୍ଡିତ ବିଷ୍ଣୁ ଶର୍ମା ରଚନା କରିଛନ୍ତି । ପଣ୍ଡିତ ବିଷ୍ଣୁ ଶର୍ମା ଏହି ପଞ୍ଚତନ୍ତ୍ର ପୁସ୍ତକଟିରେ ପଶୁପକ୍ଷୀମାନଙ୍କର ଚରିତ୍ରକୁ ଏଭଳି ଭାବରେ ବର୍ଣ୍ଣନା କରିଅଛନ୍ତି ଯେ ଯେଉଁଥିରେ କି ସେଥି ମଧ୍ୟରୁ ଜୀବନ ଗଠନ କରିବାର ପ୍ରଣାଳୀର ସଠିକ୍ ପଥଟିକୁ ଆହରଣ କରାଯାଇ ପାରିବ। ପଞ୍ଚତନ୍ତ୍ର କେବଳ ମାତ୍ର ପଶୁପକ୍ଷୀମାନଙ୍କର ଚରିତ୍ର ଉପରେ ଲେଖାଯାଇଥିଲେ ମଧ୍ୟ ସେଥିରେ ବେଦ ଉପନିଷଦ ପରି ମହାପୂଣ୍ୟ ପୁସ୍ତକମାନଙ୍କରେ ମିଳୁଥିବା ଜ୍ଞାନମଧ୍ୟ ଏହି ପୁସ୍ତକରେ ସ୍ଥାନପାଇଛି । ଯେତେବେଳେ ଏହି ଗ୍ରନ୍ଥଟି ସମାପ୍ତ ହେଲା ସେତେବେଳେ ପଣ୍ଡିତ ବିଷ୍ଣୁ ଶର୍ମାଙ୍କ ବୟସ ୮୦ ବର୍ଷ ଥିଲା ।ଏହି ପଞ୍ଚତନ୍ତ୍ର ପଲ୍ଲବୀ ଭାଷାରେ ସିରିଆ,ପାର୍ସୀ,', ତୁର୍କୀ,ଜାଭାନିସ୍ ଆରବୀ ଭାଷାରେ ପୈଶାଚୀ ଭାଷାରେ ନେପାଳୀ ପ୍ରଭୃତି ବହୁ ଭାଷାରେ ଅନୁବାଦିତ ବୋଲି ଶାସ୍ତ୍ରମତରେ କୁହାଯାଇଅଛି ।

    11 ପଠିତ (↑11 ଗତକାଲିଠାରୁ)8,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ଶିବାଜୀ

    ଶିବାଜୀ

    ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ଖଣ୍ଡାୟତ

    ଖଣ୍ଡାୟତ

    ଖଣ୍ଡାୟତ ଏକ ଓଡ଼ିଶାର ଏକ ଚାଷୀ ତଥା ଜମିହୀନ ଏବଂ ଜମି ଥିବା ଚାଷୀ ସୈନ୍ୟ ଜାତି । ସେମାନଙ୍କ ମଧ୍ୟରୁ କେତେକ ପୂର୍ବରୁ ଜମିଦାର, ଜମିମାଲିକ ଏବଂ ଭାଗଚାଷୀ ଭାବରେ ମଧ୍ୟ କାର୍ଯ୍ୟ କରୁଥିଲେ । ସଂଖ୍ୟାଗତ ଦୃଷ୍ଟିରୁ ସେମାନେ ରାଜ୍ୟର ବୃହତ୍ତମ ଜାତି । ବ୍ରିଟିଶ ଶାସନ ସମୟରେ ସେମାନେ ଖୋର୍ଦ୍ଧା ସମେତ ଓଡ଼ିଶାର ଅନେକ ରାଜ୍ୟରେ ଶାସନ କରିଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ (୮ ଫେବୃଆରୀ ୧୯୦୮ - ୨୮ ସେପ୍ଟେମ୍ବର ୧୯୮୮) ଓଡ଼ିଶାର ଜଣେ ପ୍ରଜାମଣ୍ଡଳ ଓ ଗଡ଼ଜାତ ଆନ୍ଦୋଳନର ନେତା ଏବଂ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ବହୁବାର ଓଡ଼ିଶା ବିଧାନ ସଭା ଓ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

    11 ପଠିତ (↓13 ଗତକାଲିଠାରୁ)25,24, 11

    2+ ଦିନ ଷ୍ଟ୍ରିକ

    🔍 🗞️
  71. 71

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    11 ପଠିତ (↓5 ଗତକାଲିଠାରୁ)13,16, 11

    2+ ଦିନ ଷ୍ଟ୍ରିକ

    🔍 🗞️
  72. 72

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    11 ପଠିତ (↑11 ଗତକାଲିଠାରୁ)12,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର (୮ ମାର୍ଚ୍ଚ ୧୮୭୯ -୨୧ ଫେବୃଆରୀ ୧୯୭୧) ଓଡ଼ିଶାରେ ଜନ୍ମିତ ଜଣେ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷକ ଓ ସମାଜସେବୀ ଥିଲେ । ସତ୍ୟବାଦୀ ବନବିଦ୍ୟାଳୟର ଶିକ୍ଷକ ରୂପେ ସତ୍ୟବାଦୀର ସାହିତ୍ୟ-କର୍ମରେ ସକ୍ରିୟ ଓ ସଫଳ ଅଂଶଗ୍ରହଣ କରିଥିଲେ । ସେ ଭଗବତ ଗୀତାର ଅନୁବାଦ ଓ ପିଲାଙ୍କ ବ୍ୟାକରଣ ପ୍ରଭୃତି ରଚନା କରିଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    କଳିଙ୍ଗ ଯୁଦ୍ଧ

    କଳିଙ୍ଗ ଯୁଦ୍ଧ

    ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି ।

    11 ପଠିତ (↑2 ଗତକାଲିଠାରୁ)0,9, 11

    2 ଦିନ ଷ୍ଟ୍ରିକ

    🔍 🗞️
  75. 75

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା (ଜନ୍ମ : ୦୨ ନଭେମ୍ବର ୧୯୪୫) କେନ୍ଦୁଝର ଜିଲ୍ଲାର ଘଟଗାଁ ନିକଟସ୍ଥ ବାରହାଟିପୁରା ଗାଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ, ଔପନ୍ୟାସିକ ଓ ନାଟ୍ୟକାର । ଅନେକ ସାଧାରଣ ଘଟଣା ଓ ଚରିତ୍ରରେ ଲୁଚି ରହିଥିବା ଦାର୍ଶନିକ ଓ ପ୍ରତୀକାତ୍ମକ ବିଶ୍ଲେଷଣ, ସମବେଦନା ଓ ମନନଶୀଳତାକୁ ନିଜ ରଚନା ମାଧ୍ୟମରେ ସେ ପ୍ରକାଶ କରିଥାନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ରଥଯାତ୍ରା

    ରଥଯାତ୍ରା

    ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.

    11 ପଠିତ (↑11 ଗତକାଲିଠାରୁ)10,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    10 ପଠିତ (↑10 ଗତକାଲିଠାରୁ)9,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ରାଜେନ୍ଦ୍ର କିଶୋର ପଣ୍ଡା

    ରାଜେନ୍ଦ୍ର କିଶୋର ପଣ୍ଡା

    ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।

    10 ପଠିତ (↑10 ଗତକାଲିଠାରୁ)8,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    କିଶୋରୀ ଚରଣ ଦାସ

    କିଶୋରୀ ଚରଣ ଦାସ

    କିଶୋରୀ ଚରଣ ଦାସ (୧ ମାର୍ଚ୍ଚ ୧୯୨୪ - ୧୭ ଅଗଷ୍ଟ ୨୦୦୪ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମି ପୁରସ୍କାର ପ୍ରାପ୍ତ ଲେଖକ । ସେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଲେଖୁଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    10 ପଠିତ (0 ଗତକାଲିଠାରୁ)8,10, 10

    2+ ଦିନ ଷ୍ଟ୍ରିକ

    🔍 🗞️
  81. 81

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    10 ପଠିତ (↓1 ଗତକାଲିଠାରୁ)0,11, 10

    2 ଦିନ ଷ୍ଟ୍ରିକ

    🔍 🗞️
  82. 82

    ବିଶ୍ୱନାଥ କର

    ବିଶ୍ୱନାଥ କର

    ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।

    10 ପଠିତ (↑10 ଗତକାଲିଠାରୁ)18,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଛକି ଶୂନ

    ଛକି ଶୂନ

    ଛକି ଶୂନ ୨୦୨୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନବୀନ ଭଣ୍ଡାରୀ, ଜାଗୃତି ଏ.

    10 ପଠିତ (↑10 ଗତକାଲିଠାରୁ)0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    10 ପଠିତ (↓3 ଗତକାଲିଠାରୁ)9,13, 10

    2+ ଦିନ ଷ୍ଟ୍ରିକ

    🔍 🗞️
  85. 85

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।

    10 ପଠିତ (↓8 ଗତକାଲିଠାରୁ)9,18, 10

    2+ ଦିନ ଷ୍ଟ୍ରିକ

    🔍 🗞️
  86. 86

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    10 ପଠିତ (↓13 ଗତକାଲିଠାରୁ)12,23, 10

    2+ ଦିନ ଷ୍ଟ୍ରିକ

    🔍 🗞️
  87. 87

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    10 ପଠିତ (↓1 ଗତକାଲିଠାରୁ)8,11, 10

    2+ ଦିନ ଷ୍ଟ୍ରିକ

    🔍 🗞️
  88. 88

    ବିଶ୍ୱତାପନ

    ବିଶ୍ୱତାପନ

    ବିଶ୍ୱତାପନର ପରିଭାଷା: ପୃଥିବୀର ଜଳବାୟୁ ତନ୍ତ୍ରର ହାରାହାରି ତାପମାନରେ ଅବଲୋକିତ ବୃଦ୍ଧି ।

    10 ପଠିତ (↑10 ଗତକାଲିଠାରୁ)0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    10 ପଠିତ (↓5 ଗତକାଲିଠାରୁ)12,15, 10

    2+ ଦିନ ଷ୍ଟ୍ରିକ

    🔍 🗞️
  90. 90

    ଧର୍ମେନ୍ଦ୍ର ପ୍ରଧାନ

    ଧର୍ମେନ୍ଦ୍ର ପ୍ରଧାନ

    ଧର୍ମେନ୍ଦ୍ର ପ୍ରଧାନ ଜଣେ ଭାରତୀୟ ରାଜନେତା ଓ ନୃତତ୍ତ୍ୱବିତ । ବର୍ତ୍ତମାନ ଏନଡିଏ ସରକାରଙ୍କ ଅଧୀନରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଏବଂ ଇସ୍ପାତ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଅବସ୍ଥାପିତ ହୋଇଛନ୍ତି । ଏହା ପୂର୍ବରୁ ମୋଦିଙ୍କ ପ୍ରଥମ ମନ୍ତ୍ରାଳୟରେ ୪ ସେପ୍ଟେମ୍ବର ୨୦୧୭ରୁ ଦକ୍ଷତା ବିକାଶ ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଉଥିଲେ । ସେ ମାର୍ଚ୍ଚ ୨୦୧୨ରେ ବିହାରରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୮ ଏପ୍ରିଲ ୩ରେ ଦ୍ୱିତୀୟ ଥର ପାଇଁ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    10 ପଠିତ (↑1 ଗତକାଲିଠାରୁ)0,9, 10

    2 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଟଗର

    ଟଗର

    ଟଗର ଏକ ଧଳା ଫୁଲ ଅଟେ । ଏହାର ବୈଜ୍ଞାନିକ ନାମ ହେଉଛି tabernaemontana divaricata । ଇଂରାଜୀରେ ଏହାକୁ ପିନହୁଇଲ ଫୁଲ ଓ କ୍ରେପ ଜସ୍ମିନ ବୋଲି କୁହାଯାଏ । ଏହା ପ୍ରମୁଖ ଦକ୍ଷିଣପୂର୍ବ ଏସିଆ ମହାଦେଶରେ ଦେଖଯାଏ ଯେଉଁଠି ଜଳବାୟୁ ଉଷ୍ମ ଥାଏ । ଏହି ଗଛର କାଣ୍ଡରୁ ଧଳା କ୍ଷୀର ଭଳି ତରଳ ପଦାର୍ଥ ବାହାରିଥାଏ,ତେଣୁ ଏହାକୁ ପଶ୍ଚିମବଙ୍ଗରେ କ୍ଷୀର ଫୁଲ ବୋଲି କୁହାଯାଏ ।

    10 ପଠିତ (↑10 ଗତକାଲିଠାରୁ)0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    10 ପଠିତ (↓9 ଗତକାଲିଠାରୁ)0,19, 10

    2 ଦିନ ଷ୍ଟ୍ରିକ

    🔍 🗞️
  94. 94

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।

    9 ପଠିତ (↑9 ଗତକାଲିଠାରୁ)0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    9 ପଠିତ (↓2 ଗତକାଲିଠାରୁ)0,11, 9

    2 ଦିନ ଷ୍ଟ୍ରିକ

    🔍 🗞️
  96. 96

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ ।

    9 ପଠିତ (↓1 ଗତକାଲିଠାରୁ)0,10, 9

    2 ଦିନ ଷ୍ଟ୍ରିକ

    🔍 🗞️
  97. 97

    ବିଜୟ ମିଶ୍ର

    ବିଜୟ ମିଶ୍ର

    ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମ‌ସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ସୌରୀନ୍ଦ୍ର ବାରିକ

    ସୌରୀନ୍ଦ୍ର ବାରିକ

    ସୌରୀନ୍ଦ୍ର ବାରିକ (୩ ଅକ୍ଟୋବର ୧୯୩୮ - ୨୩ ଫେବୃଆରୀ ୨୦୧୬), ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ବିଂଶ ଶତାବ୍ଦୀର ଷାଠିଏ ଦଶକରୁ ସାହିତ୍ୟ ରଚନାରେ ସକ୍ରିୟ ଥିବା ସୌରୀନ୍ଦ୍ରଙ୍କର ଏଯାବତ କୋଡ଼ିଏଟି କବିତା ଗ୍ରନ୍ଥ ଓ ନ'ଟି ସମାଲୋଚନା ଗ୍ରନ୍ଥ ପ୍ରକାଶିତ ହୋଇସାରିଛି ।

    9 ପଠିତ (↑9 ଗତକାଲିଠାରୁ)10,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ସିନ୍ଧୁ ନଦୀ

    ସିନ୍ଧୁ ନଦୀ

    ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍‍ଗିଟ୍-ବାଲ୍‍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।

    9 ପଠିତ (↑9 ଗତକାଲିଠାରୁ)0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଓଡ଼ିଶାର ଭୂଗୋଳ

    ଓଡ଼ିଶାର ଭୂଗୋଳ

    ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।

    9 ପଠିତ (↓2 ଗତକାଲିଠାରୁ)8,11, 9

    2+ ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: